RKB_Odisha_Odia
RKB_Odisha_Odia
IRRI Banner

ଓଡ଼ିଶାର ଧାନ କିସମ

ଧାନ ଚାଷରେ କିସମ ଚୟନ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଅଟେ । ଉତ୍ତମ ଫସଲ, ଅଧିକ ଅମଳ ଓ ଅଧିକ ଆୟ କରିବା ପାଇଁ ଜଳବାୟୁ ବ୍ୟବସ୍ଥା, ଅମଳ ଅବଧି, ରୋଗପୋକ ଓ ଅନ୍ୟାନ୍ୟ ସମସ୍ୟା ପ୍ରତିରୋଧି କ୍ଷମତା, ଶସ୍ୟର ମାନ, ଗଛର ଆକାର, ଅମଳ କ୍ଷମତା ଆଦି ଆଧାରରେ ସ୍ଥାନୀୟ ପରିବେଶକୁ ସୁହାଇବା ପରି ବିହନ ଚୟନ କରିବା ଦରକାର ।

ବିହନ ଚୟନ ବେଳେ ନିମ୍ନ ଦିଗମାନଙ୍କ ପ୍ରତି ନଜର ଦେବା ଆବଶ୍ୟକ:

  • ସ୍ଥାନୀୟ ଜଳବାୟୁରେ ଚାଷ ହୋଇପାରୁଥିବା କିସମ
  • ଅମଳ ଅବଧି ଓ ଅମଳ କ୍ଷମତା
  • ଜୈବ ଓ ଅଜୈବ ସଙ୍କଟ ପାଇଁ ସହନଶୀଳତା
  • ବୁଣାଯିବା ବା ରୁଆଯିବା ଅବସ୍ଥାରେ ଫସଲ ପରିଚାଳନା ପାଇଁ ଉପଯୋଗୀ
  • ଉତ୍ତମ ବାସ୍ନା, ସ୍ୱାଦ, ଆକାର ଏବଂ ରାନ୍ଧିବା ଗୁଣ ଥିବା ଶସ୍ୟ

ନିଜ ଅଞ୍ଚଳ ପାଇଁ ଉପଯୋଗୀ ଧାନ କିସମ ବିଷୟରେ ଜାଣିବା ନିମନ୍ତେ ସ୍ଥାନୀୟ କୃଷି ଅଧିକାରୀଙ୍କ ସହିତ ଯୋଗାଯୋଗ କରନ୍ତୁ । ଜିଲ୍ଲା, ପରିବେଶ, ଚାଷ କରିବା ଋତୁ, ସଂକଟ ଅବସ୍ଥା ଆଧାରରେ ସ୍ଥାନୀୟ ଚାଷ ଅବସ୍ଥା ଅନୁସାରେ ଆପଣ ଉପଯୁକ୍ତ କିସମ ଚୟନ କରିପାରିବେ ।

କିସମପ୍ରକାଶନ ବର୍ଷଅବଧିଉପଯୁକ୍ତ ଜମି କିସମଉପଯୁକ୍ତ ଋତୁଗଛ ଉଚ୍ଚତାଦାନାର ପ୍ରକାରଅଧା ଫୁଲ ଧରିବା ଅବସ୍ଥା (ଦିନ)ଅଜୈବିକ ଚାପ ସହଣିଜୈବିକ ଚାପ ସହଣିବିଶେଷ ଗୁଣହେକ୍ଟର ପ୍ରତି ଅମଳ କ୍ଷମତା (କି.ଗ୍ରା)ଡାଉନଲୋଡ଼
ସ୍ଵର୍ଣ୍ଣ ସବ ୧ (ବି.ଆର.ଆର.ଆଇ ଧାନ ୫୧)୨୦୦୯ ଦୀର୍ଘ ଅବଧି କିସମ (୧୪୦ ଦିନ କିମ୍ବା ତଦୂର୍ଦ୍ଧ)ବର୍ଷା ଆଧାରିତ ଓ ଜଳସେଚିତ ଅଗଭୀର ଖାଲ ଜମିଖରିଫମଧ୍ୟମ ଗେଡ଼ାମଧ୍ୟମ ସରୁ୧୧୫ ନ୍ୟୂନତମ ଚାପପ୍ରମୁଖ ରୋଗ ପୋକ ସହନଶୀଳ-୬୦୦୦-୬୫୦୦ English ଓଡ଼ିଆ
ହସନ୍ତ୨୦୧୮ ଦୀର୍ଘ ଅବଧି କିସମ (୧୪୦ ଦିନ କିମ୍ବା ତଦୂର୍ଦ୍ଧ)ବର୍ଷା ଆଧାରିତ ଓ ଜଳସେଚିତ ଅଗଭୀର ଖାଲ ଜମିଖରିଫମଧ୍ୟମ ଗେଡ଼ାଛୋଟ ଓ ମୋଟା୧୨୦ ନ୍ୟୂନତମ ଚାପମାଟିଆଗୁଣ୍ଡି ପୋକର ପ୍ରତିରୋଧି, ପତ୍ରମହିଷା ରୋଗ, ବୀଜାଣୁଜନିତ ପତ୍ରପୋଡ଼ା ରୋଗ, ପତ୍ରାଚ୍ଛାଦ ପୋଡ଼ାରୋଗ ଓ ପତ୍ରମୋଡ଼ା ପୋକର ଆଂଶିକ ପ୍ରତିରୋଧିମାଟିଆ ଗୁଣ୍ଡି ପୋକ ସହନଶୀଳ୫୫୭୨ English ଓଡ଼ିଆ
ହିରଣ୍ମୟୀ୨୦୧୫ ମଧ୍ୟମ ଅବଧି କିସମ (୧୨୦ - ୧୪୦ ଦିନ)ବର୍ଷା ଆଧାରିତ ଓ ଜଳସେଚିତ ମଧ୍ୟମ ଜମିଉଭୟ ଖରିଫ ଓ ରବିମଧ୍ୟମ ଗେଡ଼ାମଧ୍ୟମ ସରୁ୧୦୫ ନ୍ୟୂନତମ ଚାପପତ୍ର ମହିଷା ରୋଗ, ପତ୍ରାଚ୍ଛାଦ ପୋଡ଼ା ରୋଗ, ପତ୍ରାଚ୍ଛାଦ ସଢା ରୋଗ, ବୀଜାଣୁ ଜନିତ ପତ୍ର ପୋଡ଼ା ରୋଗ, ପତ୍ର ଚିତା ରୋଗ, କାହାଳିଆ ପୋକ, କାଣ୍ଡ ବିନ୍ଧା ପୋକ, ତଳି ପଚା ରୋଗ ଓ ପତ୍ର ମୋଡ଼ା ପୋକର ଆଂଶିକ ପ୍ରତିରୋଧି-୫୪୫୦ English ଓଡ଼ିଆ
ହୀରା୧୯୮୮ ସ୍ୱଳ୍ପ ଅବଧି କିସମ (୧୨୦ ଦିନ ବା ତାଠୁ କମ୍)ବର୍ଷା ଆଧାରିତ ଓ ଜଳସେଚିତ ଢିପ ଜମିଉଭୟ ଖରିଫ ଓ ରବିମଧ୍ୟମ ଗେଡ଼ାଲମ୍ବା ଓ ମୋଟା୬୫ ନ୍ୟୂନତମ ଚାପକାହାଳିଆ ପୋକର ପ୍ରତିରୋଧିବନ୍ୟା ପରବର୍ତ୍ତୀ ଚାଷ ପାଇଁ ଉପଯୁକ୍ତ୩୦୦୦ English ଓଡ଼ିଆ

Error: Contact form not found.